2 ତାରିଖରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ଆସନ୍ତା ସେପ୍ଟେମ୍ବର 2 ତାରିଖରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହେବ । ଏଥିପାଇଁ 7 ଜଣ ବରିଷ୍ଠ ବିଧାୟକଙ୍କୁ ନେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟିମ ଗଠନ କରିଛନ୍ତି  । ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ପ୍ରଦୀପ ପାଣିଗ୍ରାହୀ, ପ୍ରଣବ ପ୍ରକାଶ ଦାସ ଓ ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମାଙ୍କୁ ନେଇ ଏହି ରାଜ୍ୟ ସ୍ତରୀୟ କମିଟି ଗଠନ କରିଛନ୍ତି ।

Spread the love