ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ବିଜେପି ବିଧାୟକ

ଓଡ଼ିଶା ବିଧାନସଭାରେ ଆଜି ଏକ ଅଶୋଭନୀୟ ଘଟଣା ଦେଖିବାକୁ ମିଳିଛି । ଗୃହ କାର୍ଯ୍ୟ ଚାଲିଥିବା ବେଳେ ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ବିଜେପି ବିଧାୟକ । ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ ବିଷ୍ଣୁ ସେଠୀ ବିଧାନସଭା ଭଳି ପବିତ୍ର ଗୃହରେ ଏଭଳି ଅଶୋଭନୀୟ ନିନ୍ଦନୀୟ କାର୍ଯ୍ୟ କରିଛନ୍ତି । ବିଷ୍ଣୁ ସେଠୀ ବାଚସ୍ପତିଙ୍କ ଉପରକୁ ଚପଲ ଫୋପାଡ଼ିବା କଥାକୁ ଅସ୍ୱୀକାର କରିଥିବା ବେଳେ ହେଡଫୋନ୍ ଓ ଫେନ୍ ଫୋପାଡ଼ିଥିବା କହିଛନ୍ତି ।

Spread the love