୨ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ସମ୍ବଲପୁର ରେ ଅଭାବନୀୟ ଘଟଣା। ୨ଡାକ୍ତରୀ ଛାତ୍ର ଗୋଷ୍ଠୀ ଗଣ୍ଡଗୋଳ ଘଟିଛି। ବୁର୍ଲା ଭୀମସାରରେ ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ। ଭୀମସାର ଏବଂ ବ୍ରହ୍ମପୁର ଏମ୍‌କେସିଜି ଛାତ୍ର ଗୋଷ୍ଠୀ ମୁହାଁମୁହିଁ ସୂଚନା ‘ୟୁଫୋରିଆ’ ଚାଲୁଥିବା ବେଳେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆନ୍ତଃ ମେଡିକାଲ କଲେଜ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ‘ୟୁଫୋରିଆ’।

Spread the love