ନେପାଳର ଅନ୍ତରୀମ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହ କଥା ହେଲେ ମୋଦି, ଘଟଣାକୁ ନେଇ ବ୍ୟକ୍ତ କଲେ ସମବେଦନା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ଅନ୍ତରୀମ ସରକାରର ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । କଥା ହୋଇ ନେପାଳ ଘଟଣାକୁ
Read more