କୋଭିଡ ମୁକାବିଲାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ସଙ୍ଗରୋଧ କେନ୍ଦ୍ରରେ ଉପଯୁକ୍ତ ପରିଚାଳନା ଉପରେ ଗୁରୁତ୍ବ, କୋଭିଡ୍ କେୟାର ସେଣ୍ଟରରେ ଶଯ୍ୟାସଂଖ୍ୟା ବୃଦ୍ଧି ହେବ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ
Read more