ଖରା ସମୟରେ ବିଜୁଳି ଦର ବୃଦ୍ଧି କରିବା ଓଡିଶାବାସୀଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ :ଗୋଲକ ମହାପାତ୍ର
ଭୁବନେଶ୍ୱର,୨୭/୦୩:କରୋନା ମହାମାରୀ ସମୟରେ ଓଡିଶାର ଘରୋଇ ବିଜୁଳି ଉପଭୋକ୍ତାଙ୍କ ବିଜୁଳି ଦର ବଢିବା ଘଟଣାରେ ଦୃଢ ପ୍ରତିବାଦ କରିଛି ବିଜେପି। ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ପୂର୍ବରୁ
Read more