ଜମ୍ମୁ କାଶ୍ମୀର ସୁରକ୍ଷା ସମୀକ୍ଷା କଲେ ଅମିତ, ଆତଙ୍କବାଦୀ ବିପଦ ବିରୋଧରେ ପ୍ରଦାନ କଲେ ପୂର୍ଣ୍ଣ ସ୍ୱାଧୀନତା
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରରେ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପ୍ରମୁଖ ସୁରକ୍ଷା ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟପାଳ
Read more