ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ନୂଆବହି ଛପାଯାଇ ପିଲାଙ୍କୁ ବଣ୍ଟନ କରାଯିବ
ଭୁବନେଶ୍ୱର : ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ସମସ୍ତ ତ୍ରୁଟି ବହିକୁ ପ୍ରତ୍ୟାହାର କରାଯିବ । ନୂଆବହି ଛପାଯାଇ ପିଲାଙ୍କୁ ବଣ୍ଟନ କରାଯିବ
Read more