ଏପ୍ରିଲରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ, ବଦ୍ରିନାଥ-କେଦାରନାଥ ମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ଉପରେ ରୋକ
ନୂଆଦିଲ୍ଲୀ : ୨୦୨୬ ଏପ୍ରିଲ ୧୯ ତାରିଖରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଦିନ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ମନ୍ଦିରର ଦ୍ୱାର ଖୋଲିବ। ତୀର୍ଥଯାତ୍ରୀଙ୍କ
Read more