ଦୁର୍ବୃତ୍ତଙ୍କ ମାରଣାସ୍ତ୍ର ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ

ବାସୁଦେବପୁର: ବାସୁଦେବପୁର ଥାନା ବଗଦା ବିନାୟକପୁର ସ୍ଥିତ ରବୀନ୍ଦ୍ର ବେହେରାଙ୍କ ସ୍ତ୍ରୀ ସସ୍ମିତା ଝିଅ ସହ ଶୋଇଥିବା ବେଳେ ରାତି ପ୍ରାୟ  ଗୋଟାଏ ସମୟରେ କେହି ଦୁର୍ବୃତ୍ତ

Read more

କଳାହାଣ୍ଡିର ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ବ୍ୟାପିଛି ଡିପଥେରିଆ ସଂକ୍ରମଣ: ପରିବାର କଲ୍ୟାଣ ନିର୍ଦ୍ଦେଶିକା

ଭୁବନେଶ୍ବର: ଡିପଥେରିଆ ସଂକ୍ରମଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା ସାହୁ ସୂଚନା ଦେଇ କହିଛନ୍ତି ଯେ ରାୟଗଡ଼ା ନୁହେଁ, କଳାହାଣ୍ଡି ହେଉଛି ରାଜ୍ୟରେ ଡିପଥେରିଆ

Read more

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ବର: କେ‌ତେକ ଅସନ୍ତୁଷ୍ଟ କର୍ମୀ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କରିଥିବା ଜଣାଯାଇଛି। ସେମାନେ ମୁହଁରେ ମୁଖା ପିନ୍ଧି ଆସି କାଳିମାଡ଼ କରିଥିବା

Read more

ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ

Read more

ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ରହିବେ

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ

Read more

୨୪ ଜିଲ୍ଲାକୁ ପହଞ୍ଚିଲା ମୌସୁମୀ

ରାଜ୍ୟରେ ୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ । ଦିନ ଦୁଇଦିନ ମଧ୍ୟରେ ସାରା ରାଜ୍ୟକୁ ଛୁଇଁବା ଆକଳନ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ

Read more

ଜାମିନ ପରେ ବି ଜେଲରୁ ମୁକୁଳିପାରିଲେ ନାହିଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ରୋକ୍ ଲଗାଇଦେଇଛନ୍ତି । ଇଡିର ଅଭିଯୋଗ ପରେ ଦିଲ୍ଲୀ ହାଇକୋର୍ଟ ଆଜି ନିଷ୍ପତ୍ତି ସୁରକ୍ଷିତ ରଖିଛନ୍ତି ।

Read more

ମାନସିକ, ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,ତା.୨୧/୦୬: ଆଜି ଦଶମ ଆନ୍ତର୍ଜାତିକ ଯୋଗ ଦିବସ । ମାନସିକ, ଶାରୀରିକ ସୁ୍‌ସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସଭିଏଁ

Read more

କଂଗ୍ରେସ ବିଧାୟକ ଦଳ ନେତା ନେଇ ଅଙ୍କକଷା: ଦୌଡ଼ରେ ଆଗରେ ଅଛନ୍ତି ତାରା ବାହିନୀପତି

ଭୁବନେଶ୍ବର: କଂଗ୍ରେସ ବିଧାୟକ ଦଳର ନେତା କିଏ ହେବେ, ଏନେଇ ଅଙ୍କକଷା ଜାରି ରହିଛି। ରାଜ୍ୟ ରାଜନୈତିକ ମହଲରେ ଏହାକୁ ନେଇ ନାନା କଳ୍ପନାଜଳ୍ପନା କରାଯାଉଛି। ବୁଧବାର

Read more

ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଲେଖିଲେ ନିଆରା ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର: ଓଡ଼ିଶାର ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତି ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ

Read more