ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍‌ନାଲ

Read more

ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ କ୍ରୀଡ଼ା ଦିବସ ଉଦ୍‌ଯାପିତ

ଭୁବନେଶ୍ୱର. ୩୦ ଅଗଷ୍ଟ: କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିôବା ବେଳେ ଶିକ୍ଷା

Read more

ଦିଗଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୩୦

ଭୁବନେଶ୍ୱର, ଅଗଷ୍ଟ ୨୯: ଦିଗଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ଜଣାଇ ଦିଆଯାଇଛି ଯେ ବିଗତ ବର୍ଷ ଭଳି ଚଳିତ ୨୦୨୫-୨୬ ଶିକ୍ଷା ବର୍ଷ ନିମନ୍ତେ ଯୁକ୍ତ

Read more

ଜାତୀୟ କ୍ରୀଡ଼ା ଦିବସ ଅବସରରେ ସୋଆ ପକ୍ଷରୁ ମିନି ମାରାଥନ

ଭୁବନେଶ୍ୱର. ୨୯ ଅଗଷ୍ଟ: କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିôବା ବେଳେ ଶିକ୍ଷା

Read more

ସୋଆ କୃଷି କଲେଜ ପକ୍ଷରୁ ଗାଜର ଘାସ ସଚେତନତା ସପ୍ତାହ ଉଦ୍‌ଯାପିତ

ଭୁବନେଶ୍ୱର, ଅଗଷ୍ଟ ୨୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଅଗଷ୍ଟ ୧୬ରୁ ୨୨ ତାରିଖ

Read more

ସୋଆ ଏନଏସଏସ ପକ୍ଷରୁ ଗାଜର ଘାସ ନିରାକରଣ ରାଲି

ଭୁବନେଶ୍ୱର, ଅଗଷ୍ଟ ୨୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନସେସ୍ (ଆଇଏଏସ୍‌)ର ଏନ୍‌ଏସ୍‌ଏସ୍ ପକ୍ଷରୁ ଗାଜର ଘାସ ନିରାକରଣ ସଚେତନତା

Read more

ସୋଆ ବିଶ୍ୱବିଦ୍ୟାଳୟରେ ର‌୍ୟାଗିଂ ବିରୋଧୀ ସପ୍ତାହ ପାଳିତ

ଭୁବନେଶ୍ୱର, ଅଗଷ୍ଟ ୨୧: ନିକଟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ର‌୍ୟାଗିଂ ବିରୋଧୀ ସପ୍ତାହ ପାଳନ ହୋଇଯାଇଛି । ବିଶ୍ୱବିଦ୍ୟାଳୟ ପରିଚାଳିତ

Read more

ମହୁମାଛି କେବଳ କୀଟ ନୁହେଁ, ପ୍ରକୃତିର ଆଶୀର୍ବାଦ ସୋଆରେ ବିଶ୍ୱ ମହୁମାଛି ଦିବସ ପାଳିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନସେସ୍ (ଆଇଏଏସ୍‌)ର କୀଟତତ୍ୱ ବିଭାଗ ପକ୍ଷରୁ ଶନିବାର ଦିନ ବିଶ୍ୱ ମହୁମାଛି

Read more

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ : କ୍ୟାବିନ୍‌କୁ ସ୍ଥାନାନ୍ତର

ଭୁବନେଶ୍ୱର, ଅଗଷ୍ଟ ୧୮: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି ।

Read more

ସୋଆରେ ୭୯ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର, ୧୬/୦୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଉତ୍ସାହର ସହ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର

Read more