ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଲଗାଯିବ ଏ.ଆଇ. କ୍ୟାମେରା: ଆଇନ ମନ୍ତ୍ରୀ

ପୁରୀ: ରତ୍ନଭଣ୍ଡାରରୁ ବାକ୍ସ ଓ ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ମଣତି ପ୍ରକ୍ରିୟା ଆରମ୍ଭ

Read more

ଗଣେଶ ପୂଜା ପାଇଁ କଟକଣା: ରାଜଧାନୀରେ ଡିଜେ ବନ୍ଦ, କେବଳ ବାଜିବ ପାରମ୍ପରିକ ବାଦ୍ୟ

ଭୁବନେଶ୍ବର: ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ।

Read more

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ: ଆଇନମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତ୍ୟେକ ଭକ୍ତଙ୍କୁ ମିଳିବ ଅବଢ଼ା। ପ୍ରତ୍ୟେକ ଦିନ ଲକ୍ଷେରୁ ଅଢେଇ ଲକ୍ଷ ଭକ୍ତ ପାଇବେ ପ୍ରସାଦ। ଏନେଇ

Read more

ଜୁଏଲଙ୍କ ଗାଁରେ ପହଞ୍ଚିଲା ପତ୍ନୀ ଝିଙ୍ଗିଆଙ୍କ ପାର୍ଥିବ ଶରୀର

ରାଉରକେଲା: ଭୁବନେଶ୍ୱରସ୍ଥିତ ବାସଭବନରୁ ବାହାରିଥିବା କେନ୍ଦ୍ରମନ୍ତ୍ରୀ ଜୁଏଲଙ୍କ ପତ୍ନୀ ଝିଙ୍ଗିଆଙ୍କ ପାର୍ଥିବ ଶରୀର ସକାଳ ୯ ଟା ୧୫ ମିନିଟରେ ଲହୁଣୀପଡ଼ା ବ୍ଲକ କେନ୍ଦୁଡ଼ିହିରେ ପହଞ୍ଚିଛି। ଜୁଏଲଙ୍କ

Read more

ସୋଆରେ ବିଦେଶୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର  : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ବିଭିନ୍ନ ପାଠ୍ୟକ୍ରମରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ୧୨ ଜଣ ବିଦେଶୀ

Read more

ଇଣ୍ଡୋନେସିଆରେ ଆୟୋଜିତ ହେବାକୁ ଥିବା ଆନ୍ତର୍ଜାତିକ ବ୍ୟାଡମିଂଟନ୍ ଚାମ୍ପିଅନ୍‌ସିପ୍‌ରେ ଭାଗ ନେବେ ସୋଆ ଛାତ୍ର

ଭୁବନେଶ୍ୱର : ଆସନ୍ତା ଅଗଷ୍ଟ ୨୦ ରୁ ୨୫ ତାରିଖ ପର୍ଯ୍ୟନ୍ତ ଇଣ୍ଡୋନେସିଆର ପେକାନ୍‌ବାରୁ ସିଟି ସହରରେ ଆୟୋଜିତ ହେବାକୁ ଥିବା ଇନ୍‌ଟରନ୍ୟାସ୍‌ନାଲ୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ଭାଗ

Read more

ଆଜିଠାରୁ ବିଧାୟକଙ୍କ ୨ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଜିଠୁ ନୂଆ ବିଧାୟକଙ୍କ ୨ ଦିନିଆ ପ୍ରଶିକ୍ଷଣ ଶିବିର । ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ନୂଆ ବିଧାୟକମାନଙ୍କୁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

Read more

ସୋଆରେ ଉତ୍ସାହର ସହ ୭୮ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର, ୧୬/୦୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଉତ୍ସାହର ସହ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର

Read more

ବଲାଙ୍ଗୀର ପୁଅ ଛତିଶଗଡ ଉଚ୍ଚ ନ୍ୟାୟାଳୟ ବିଚାରପତି ମନୋନୀତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଳା ମାଲପଡ଼ା ନିବାସୀ ବିଭୁଦତ୍ତ ଗୁରୁ ଛତିଶଗଡ଼ ରାଜ୍ୟ ଉଚ୍ଚ ନ୍ୟାୟାଳୟରେ ବିଚାରପତି ଭାବରେ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବିଲାସପୁର ଉଚ୍ଚ ନ୍ୟାୟଳୟ

Read more

ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଲାଗିଲେ ମହିଳା

ଝାରସୁଗୁଡା: ଛତିଶଗଡ଼ରୁ ହୀରାକୁଦ ଜଳଭଣ୍ଡାରରେ ଭାସି ଆସିଲେ ଜଣେ ମହିଳା । ମହାନଦୀ ହୀରାକୁଦ ଜଳଭଣ୍ଡାରରେ ଭାସୁଥିବା ଦେଖି ସ୍ଥାନୀୟ ଲୋକମାନେ ମହିଳାଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି।

Read more