ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧି ଏବଂ କଂଗ୍ରେସ ଅଧ୍ୟକ୍ଷ, ଟ୍ବିଟ କରି ଦେଲେ ଶୁଭକାମନା
ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପାଦ ଥାପିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ରାହୁଲ ଗାନ୍ଧି । ରାହୁଲ ଗାନ୍ଧି ଏକ୍ସରେ
Read more