ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି: ସାଂସଦ ଅପରାଜିତା ଷଡଙ୍ଗୀ କରିଥିଲେ ଅଭିଯୋଗ, ଜଣେ ଆଇଏଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଲ୍ଲେଖ

ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି । କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କ ଚିଠି । ସାଂସଦ ଅପରାଜିତାଙ୍କ ଅଭିଯୋଗ ଆଧାରରେ ଚିଠି । ଜଣେ ଆଇଏଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଉଲ୍ଲେଖ । ଆଇଏଏସଙ୍କ ବିରୋଧରେ ପ୍ରମାଣ ସହ ହୋଇଥିଲା ଅଭିଯୋଗ । ଅପରାଜିତା ଓ ମନମୋହନ ସାମଲ କରିଥିଲେ ଅଭିଯୋଗ । ପ୍ରମାଣ ଆକାରରେ ଦେଇଥିଲେ ସିଡି ଓ ପେନ ଡ୍ରାଇଭ । ୨୪ ଜୁନରେ ଲିଖିତ ଅଭିଯୋଗ କରିଥିଲେ ଅପରାଜିତା । ଅଭିଯୋଗର ୪୮ ଘଣ୍ଟା ମଧ୍ୟରେ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା କେନ୍ଦ୍ର । ଚିଠିରେ ସଂଲଗ୍ନ ଅଛି ଫଟୋ, ଭିଡିଓ, ସିଡି ଓ ପେନଡ୍ରାଇଭ ।

Spread the love