କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ : ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର କଲେ ଉଦଘାଟନ

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ । ୩୮୧ କୋଟି ଟଙ୍କାରେ ମେଡିକାଲ କଲେଜ ନିର୍ମିତ ହୋଇଛି । ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ୨୫୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି । ୪ହଜାର ୭୦୩ କୋଟି ଟଙ୍କାର ପ୍ରକଳ୍ପର ଭେଟି ଦେଇଛନ୍ତି । ୧୪ହଜାର ୩୭୨ଟି ଏସଏଚଜି ଗ୍ରୁପକୁ ସହାୟତା ପ୍ରଦାନ କରିଛନ୍ତି । ବିନା ସୁଧରେ ୩୭୮କୋଟି ଟଙ୍କାର ଋଣ ସହାୟତା । ୧ଲକ୍ଷ ୫୮ହଜାର ୬୫୫ କୋଟି ମହିଳା ସ୍ୱାବଲମ୍ବୀ ହେବେ ।

Spread the love