ଆଜି ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ନ ସାଢେ ୫ରେ ମୁଖ୍ୟମନ୍ତ୍ରୀ ୨୦୯ ନବ ନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ l
ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ମାଛଧରା ନିଷେଧ ଦ୍ବାରା ୧୪ ହଜାର ୨୨୮ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରଙ୍କୁ ୨୧ କୋଟି ୩୪ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବେ ।

Spread the love