ଝାରସୁଗୁଡାରେ ଆଉ ଜଣେ କରୋନା ପଜିଟିଭ୍

ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଝାରସୁଗଡ଼ା ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ୪ ଦିନ ଆଗରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

Spread the love