ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨ ହଜାର ୬୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୩ ହଜାର ତଳେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨ ଭୁବନେଶ୍ୱର: ରାଜ୍ୟରେ ଆଜି ବି ୩ ହଜାର ତଳେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨ ହଜାର ୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧, ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୦୮୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୯ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୦୨, ବାଲେଶ୍ୱର ୪୮, ବରଗଡ ୫୧, ଭଦ୍ରକ ୩୭, ବଲାଙ୍ଗିର ୬୦, ବୌଦ୍ଧ ୩୭, କଟକ ୨୦୫, ଦେବଗଡ ୨୧, ଢେଙ୍କାନାଳ ୬୪, ଗଜପତିରୁ ୬୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୮୫, ଜଗତସିଂହପୁର ୬୦, ଯାଜପୁର ୧୩୩, ଝାରସୁଗୁଡା ୫୭, କଳାହାଣ୍ଡି ୬୦, କନ୍ଧମାଳ ୨୬, କେନ୍ଦ୍ରାପଡା ୬୩, କେନ୍ଦୁଝରରେ ୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

 

Spread the love