ପୁଣି ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ରାଜ୍ୟରେ ଆଜି ପୁଣି ୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୩୧, ଗଞ୍ଜାମ ଜିଲ୍ଲାରୁ ୧୩, ପୁରୀରୁ ୪, ଭଦ୍ରକରୁ ୬ , ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜ ଓ ନୟାଗଡରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଓ କଟକ ଜିଲ୍ଲାରୁ ୬ ଜଣ ନୂଆ ଆକ୍ରାନ୍ତ ଠାବ ହୋଇଥିବା ଜଣାଯାଇଛି।

Spread the love