ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୦୩

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ରବିବାର ସକାଳେ ସୁନ୍ଦରଗଡ଼ ଜିଲ୍ଲରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ସ୍ବାସ୍ଥ୍ୟ ବିଭାଗ ୱେବସାଇଟ୍ ଦେଇଛି। ଏହା ଫଳରେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୮ ହୋଇଛି।

Spread the love