ଦିନକରେ ଚିହ୍ନଟ ହେଲେ ୨୪୯୬ କରୋନା ଆକ୍ରାନ୍ତ

ରାଜ୍ୟର ୨୯  ଜିଲ୍ଲାରୁ  ନୂଆ ୨୪୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୯୦୫ଟି ହେଉଛି ଲୋକାଲ୍ କେସ୍‌।ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Spread the love