ସ୍କୁଲକୁ ପୁଣି ଫେରିଲା କୋଭିଡ୍‌ କଟକଣା: ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

 ସ୍କୁଲକୁ ପୁଣି ଫେରିଲା କୋଭିଡ୍‌ କଟକଣା। ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଥଣ୍ଡା, ଜ୍ୱର ହେଉଥିଲେ ସ୍କୁଲ ଆସିବା ମନା। BMC ପକ୍ଷରୁ ସମସ୍ତ ସ୍କୁଲ ମାନଙ୍କୁ ମାସ୍କ ପରିଧାନ ଓ ଟୀକାକରଣ ଉପରେ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଖୋର୍ଦ୍ଧାରେ କରୋନା ସଂକ୍ରମଣ ବଢୁଛି। ସବୁଠାରୁ ଅଧିକ ଭୁବନେଶ୍ୱରରେ ଚିହ୍ନଟ ହେଉଛନ୍ତି। ସେଥିରୁ ୧ରୁ ୧୮ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ୧୨ରୁ କମ ବୟସର ପିଲା ଟିକା ନେଇନଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ ନିଆଯାଉଛି।

Spread the love