ଆଉ ୯ ଜୀବନ ନେଲା କରୋନା

ଆଜି  ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୦୦ ପାର କରିଛି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ରାୟଗଡ଼ାରୁ ୨ଜଣ। ଅନୁଗୁଳ, ବାଲେଶ୍ବର ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖା ୩୦୫କୁ ବୃଦ୍ଧି ହୋଇଛି।

Spread the love