News ରାଜ୍ୟ କରୋନାରେ ଆଖି ବୁଜିଲେ ୩, ସଂଖ୍ୟା ଛୁଇଁଲା ୬୪ July 12, 2020July 12, 2020 Satya state ରାଜ୍ୟରେ କରୋନା ଯୋଗୁ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ୩ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଗଞ୍ଜାମରେ ମୃତକଙ୍କ ସଂଖ୍ୟା ୩୯ରେ ପହଞ୍ଚିଥିବା ବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି। Post Views: 111 Spread the love