କବି ହରପ୍ରସାଦ ପରିଛା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ କବି ହରପ୍ରସାଦ ପରିଛା ପଟ୍ଟନାୟକଙ୍କ ପରଲୋକ ଘଟିଛି।ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ବୁଧବାର  ଦିନ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି।ସେ ଅନେକ ବହି ଲେଖିଛନ୍ତି । ସେଥିମଧ୍ୟରୁ ମନେ ଅଛି ମନେ ନାହିଁ ଅନ୍ୟତମ।

Spread the love