ପୁରୀ SCS ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଆତ୍ମହତ୍ୟା

ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରୀ । ହଷ୍ଟେଲରେ ନିଜ ରୁମରେ ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରୀଙ୍କ ଘର ବଳଙ୍ଗା ବିଦ୍ୟାଧରପୁର । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି । ମୃତ ଛାତ୍ରୀଙ୍କ ରୁମରୁ ସୁଇସାଇଡ ନୋଟ ଜବତ ହୋଇଛି ।

Spread the love