ନବୀନ ନିବାସରେ ବିଦାୟୀ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ନବୀନ ନିବାସରେ ବସିଛି ବିଦାୟୀ ମନ୍ତ୍ରୀଙ୍କ ସହ  ବୈଠକ।ଏହି ବୈଠକରେ ମନ୍ତ୍ରୀମଣ୍ଡଳରୁ ବାଦ୍‌ ପଡିଥିବା ପୂର୍ବତନ ମନ୍ତ୍ରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଛନ୍ତି । ବିଭିନ୍ନ ପ୍ରସଙ୍ଗକୁ ନେଇ ୯ ଜଣ ପୂର୍ବତନ ମନ୍ତ୍ରୀଙ୍କ ସହ ଏହି ବୈଠକ ବସିଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ ହେଉଛି । ମୁଖ୍ୟମନ୍ତ୍ରୀ ସମସ୍ତ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ବୁଝିବାନେଇ ନିର୍ଦେଶ ଦେଇଥିବା ଜଣାପଡ଼ିଛି ।

Spread the love