ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ନବୀନ ନିବାସ ନ ଆସିବାକୁ ଅନୁରୋଧ

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତାକାଲି ଅକ୍ଟୋବର ୧୬ ତାରି ରେ ରବିବାର ଦିନ ପଡୁଛି । ତେବେ ମୁଖ୍ୟମନ୍ତ୍ରୀ  ମେକ୍ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁମାନଙ୍କୁ ଅନୁରୋଧ ଜଣାଇଛନ୍ତି । ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ

Spread the love