ହୋଲିରେ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

ନିମାପଡ଼ା, ୧୯/୦୩: ପୁରୀ ଜିଲ୍ଲା କଣାସ ବ୍ଲକ ଗଡ଼ିଶା ଗଦା ଥାନା ଜାଗୁଳାଇ ପଦର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟିଛି । ଫାର୍ସାରେ ଗୋଡେଇ ଗୋଡେଇ ଗାଁ ଦାଣ୍ଡରେ ମୁଣ୍ଡକୁ ହାଣିଛନ୍ତି ଗୋଟିଏ ଗୋଷ୍ଠୀର ଲୋକ । ଫଳରେ ଏହି ଗୋଷ୍ଠୀ ସଂଘର୍ଷରେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Spread the love