Skip to content
Saturday, March 7, 2026
Latest:
  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ
  • ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ
  • ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ
Satya Drasta

Satya Drasta

The Milestone having no Alternative

  • ରାଜନୀତି
  • ରାଜ୍ୟ
  • ଜାତୀୟ
  • କ୍ରୀଡା ଜଗତ
  • ଅନ୍ତର୍ଜାତୀୟ
  • IPL-T-20
  • English
  • ସମ୍ପାଦକୀୟ
  • ସ୍ୱତନ୍ତ୍ର
  • ବାଣିଜ୍ୟ
  • ଗ୍ଲାମର
  • ହୋଲି
  • Republic Day
  • Contact Us
News ରାଜ୍ୟ 

ପଞ୍ଚୁକର ପ୍ରଥମ ଦିନରେ ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

November 23, 2023 Satya heavy-crowd-at-dhabaleswar-temple, state

ପଞ୍ଚୁକ ପାଇଁ ବାବା ଧବଳେଶ୍ୱରଙ୍କ ପାଖରେ ସକାଳୁ ସକାଳୁ ଲାଗିଛି ଲମ୍ବା ଲାଇନ୍ । ରାତି ୩ଟା ସମୟରେ ଦ୍ୱାର ଫିଟାଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଛି । ତାପରେ ମଇଲମ, ମଙ୍ଗଳ ଆରତୀ ଆଦି ସମସ୍ତ ରୀତି ନୀତି କରଯାଇ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଛଡା ଯାଇଥିଲା । ପଂଚୁକରେ ବାବା ଧବଳେଶ୍ୱର ଚନ୍ଦ୍ର ମଉଳି ବେଶରେ ଦର୍ଶନ ଦେଉଛନ୍ତି । ଏହି ଦିନରେ ବାବାଙ୍କ ଏହି ଚନ୍ଦ୍ରମଉଳି ବେଶରେ ଦର୍ଶନ କରିଲେ ଅଶେଷ ପୁଣ୍ୟ ମିଳିବାର ବିଶ୍ୱାସ ରହିଛି ।

Post Views: 756
Spread the love
  • ← ହୃଦଘାତରେ ‘ଧୁମ୍’ ନିର୍ଦ୍ଦେଶକ ସଞ୍ଜୟ ଗଡୱି ପରଲୋକ
  • ସମଗ୍ର ବିଶ୍ବରେ ଥିବା ହମାସ୍‌ ଆତଙ୍କବାଦୀଙ୍କ ସନ୍ଧାନ ନେବାକୁ ଗୁଇନ୍ଦା ଏଜେନ୍‌ସି ‘ମୋସାଦ୍‌’ ଆଦେଶ ଦେଲେ ନେତାନ୍ୟାହୁ →

ADVT

Recent Posts

  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ March 6, 2026
  • ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ March 5, 2026
  • ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ March 5, 2026
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ March 5, 2026
  • ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ March 5, 2026

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    
Copyright © 2026 Satya Drasta. All rights reserved.
Theme: ColorMag by ThemeGrill. Powered by WordPress.