ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିଲା ଆଉ ୫ଟି ଗେଟ୍

ଭୁବନେଶ୍ବର ୧୬।୮: ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଫଳରେ ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ୍ ୩୧ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍ ଖୋଲିବାର ସମ୍ଭାବନା ରହିଛି । ତେବେ ହୀରାକୁଦ ଜଳ ଭଣ୍ଡାରର ମୋଟ୍ ୪୦ଟି ଗେଟ୍ ଖୋଲିବା ନେଇ ସୂଚନା ରହିଛି ।

Spread the love