ଖେଳ ରତ୍ନ ଆୱାର୍ଡ’କୁ ଏବେ ‘ମେଜର୍‌ ଧ୍ୟାନ ଚାନ୍ଦ୍‌ ଖେଳ ରତ୍ନ ଆୱାର୍ଡ’ କୁହାଯିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମେଜର୍‌ ଧ୍ୟାନ ଚାନ୍ଦ୍‌ଙ୍କ ନାମାନୁସାରେ ଖେଳ ରତ୍ନ ପୁରସ୍କାର ନାମିତ ହେବ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ନାମାନୁସାରେ ନାମିତ ଦେଶର ଏହି ସର୍ବୋଚ୍ଚ କ୍ରୀଡ଼ା ସମ୍ମାନକୁ ଏବେ ଭାରତର ଅନ୍ୟତମ ‌ସର୍ବଶ୍ରେଷ୍ଠ ହକି ଖେଳାଳିଙ୍କ ସମ୍ମାନାର୍ଥେ ‘ମେଜର୍ ଧ୍ୟାନ ଚାନ୍ଦ୍‌ ଖେଳ ରତ୍ନ ଆୱାର୍ଡ’ କୁହାଯିବ। ନୂଆଦିଲ୍ଲୀ: ମେଜର୍‌ ଧ୍ୟାନ ଚାନ୍ଦ୍‌ଙ୍କ ନାମାନୁସାରେ ଖେଳ ରତ୍ନ ପୁରସ୍କାର ନାମିତ ହେବ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି।

ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ନାମାନୁସାରେ ନାମିତ ଦେଶର ଏହି ସର୍ବୋଚ୍ଚ କ୍ରୀଡ଼ା ସମ୍ମାନକୁ ଏବେ ଭାରତର ଅନ୍ୟତମ ‌ସର୍ବଶ୍ରେଷ୍ଠ ହକି ଖେଳାଳିଙ୍କ ସମ୍ମାନାର୍ଥେ ‘ମେଜର୍ ଧ୍ୟାନ ଚାନ୍ଦ୍‌ ଖେଳ ରତ୍ନ ଆୱାର୍ଡ’ କୁହାଯିବ।

Spread the love