ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର

ସବୁଠୁ ବଡ ଖବର ହେଉଛି ବିଜେପି ଛାଡିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର । ରାଜ୍ୟ ବିଜେପିର ଏବଂ ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା ।ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି । ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ ।ତେଣୁ ବିଜେପି ଛାଡିବାର ନିଷ୍ପତ୍ତି ନେଇଥିବା କହିଛନ୍ତି ଲେଖାଶ୍ରୀ ।

Spread the love