ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ ଖୁଣ୍ଟିଆଙ୍କ ନାଁରେ ଏତଲା ଦେଲେ ଲୋକନାଥ ମନ୍ଦିର ସେବାୟତ ନିଯୋଗ ସମ୍ପାଦକ

ସେବାୟତ ଶମ୍ଭୁନାଥ ଖୁଣ୍ଟିଆଙ୍କ ନାଁରେ ବାସେଳୀ ସାହି ଥାନାରେ ଏତଲା । ଲୋକନାଥ ମନ୍ଦିର ସେବାୟତ ନିଯୋଗ ସମ୍ପାଦକ ସନ୍ତୋଷ କୁମାର ପଣ୍ଡାଙ୍କ ପକ୍ଷରୁ ଏତଲା। ସେବାୟତ ଶମ୍ଭୁନାଥ ଖୁଣ୍ଟିଆ ସୋସିଆଲ ମିଡିଆରେ ଶ୍ରୀଲୋକନାଥ ମନ୍ଦିର ସେବାୟତ ଓ ଶ୍ରୀମନ୍ଦିର ସେବାୟତ ମଧ୍ୟରେ ଫାଟ ସୃଷ୍ଟି ସହ ଶାନ୍ତି ନଷ୍ଟ କରିବା ପାଇଁ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଏତଲା ସହ ଶ୍ରୀଲୋକନାଥ ଟ୍ରଷ୍ଟ ବୋର୍ଡ ସଭାପତିଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଛି ।

Spread the love