ଏନକାଉଣ୍ଟରରେ ଦୁଇ ମହିଳା ମାଓବାଦୀ ମୃତ

ମାଲକାନାଗିରି ୧୫/୦୩ : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା ମାଓବାଦୀ ମୃତ। ଛତିଶଗଡ଼ ସୀମାନ୍ତ ସୁକମାରେ ଜିଲ୍ଲାରେ ଏହି ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ବନ୍ଧୁକ, ମାଓ ସାମଗ୍ରୀ ଓ ବିପୁଳ ପରିମାଣର ବିଷ୍ଫୋରକ ସାମଗ୍ରୀ ଜବତ କରାଯାଇଛି ।

Spread the love