ବିଭାଗୀୟ ସ୍ଥାୟୀ କମିଟି-୮ଙ୍କର ପ୍ରଥମ ବୈଠକ

ଭୁବନେଶ୍ୱର, ଗୁରୁବାର ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ବିଭାଗୀୟ ସ୍ଥାୟୀ କମିଟି-୮ଙ୍କର ପ୍ରଥମ  ବୈଠକ ବିଧାୟକ ତଥା ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ଶ୍ରୀ ମୋହନ ଚରଣ ମାଝୀଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।  ବୈଠକରେ କମିଟିର ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା  ହୋଇଥିଲା । ଏହି ବୈଠକରେ କମିଟିର ସଦସ୍ୟଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ  ଉପସ୍ଥିତ ଥିଲେ ।

Spread the love