ସମୁଦ୍ରରେ ବୁଡ଼ି ପର୍ଯ୍ୟଟକ ନିଖୋଜ

ପୁରୀ: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଜଣେ ପର୍ଯ୍ୟଟକ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଆଜି ପର୍ଯ୍ୟଟକ ଜଣକ ସ୍ବର୍ଗଦ୍ବାର ନିକଟ ବେଳାଭୂମିରେ ଗାଧୋଉଥିବା ବେଳେ ବୁଡ଼ି ଯାଇଥିଲେ। ନିଖୋଜ ପର୍ଯ୍ୟଟକଙ୍କ ନାମ ଉଜ୍ଜଳା ଦାସ(୨୩) ଓ ତାଙ୍କ ଘର ପଶ୍ଚିମବଙ୍ଗ ୨୪ ପ୍ରଗଣା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଉଦ୍ଧାରକାର୍ଯ୍ୟ ଜାରି ରହିଛି।

Spread the love