ପକ୍ଷପାତିତା ଅଭିଯୋଗ କରି କକ୍ଷତ୍ୟାଗ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବିଧାନସଭାର ବଜେଟ ଅଧିବେଶନରେ ଗୃହକାର୍ଯ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କଲେ ଗୋପାଳପୁର ବିଧାୟକ ପାଣିଗ୍ରାହୀ ।
• ବିଧାୟକ ପାଣ୍ଠି ଖର୍ଚ୍ଚ ନେଇ ବିଧାନସଭାର ପ୍ରଶ୍ନକାଳରେ ଆଲୋଚନା ସମୟରେ ନିଜ ଅସନ୍ତୋଷ ବ୍ୟକ୍ତ କରି ଗୃହ ତ୍ୟାଗ କଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
• ବାଚସ୍ପତି ଓଡିଶାବାସୀଙ୍କ ସ୍ୱାର୍ଥ ସପକ୍ଷରେ ଥିବା ଜଣାପଡ଼ୁନାହିଁ
• ଜଣେ ସଦସ୍ୟଙ୍କୁ କହିବାକୁ ନ ଦେବା ଗୃହର ଅପମାନ
• ମୁଖ୍ୟମନ୍ତ୍ରୀ ଏବଂ ବାଚସ୍ପତି ମୋ ନିର୍ବାଚନୀ ଜିଲ୍ଲାରୁ ଆସୁଛନ୍ତି, ମୁଁ ଭାବୁଛି ମୋତେ ପକ୍ଷପତିତା କରାଯାଇ ମୋର ବିଧାୟକ ପାଣ୍ଠିକୁ ଖର୍ଚ୍ଚ କରେଇ ନ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି
• ଉଦ୍ଦେଶ୍ୟମୂଳକ ଭାବେ ଗୋପାଳପୁର ଉନ୍ନତି କାର୍ଯ୍ୟକ୍ରମ କରାଇ ଦିଆଯାଉ ନାହିଁ
• ପରିସ୍ଥିତି ଉପରେ ନିର୍ଭର କରୁଛି ଆସନ୍ତାକାଲି ଗୃହରେ ଯୋଗ ଦେବି କି ନାହିଁ

Spread the love