ଝୁଣ୍ଟିପଡ଼ିଲେ ମୋଦି

ଉତ୍ତରପ୍ରଦେଶ କାନପୁରଠାରେ ଗଙ୍ଗା ନଦୀ କୂଳରେ ପାହାଚ ଚଢ଼ିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝୁଣ୍ଟି ପଡ଼ିଛନ୍ତି। ଏହାର କିଛି ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି।

ଏହି କ୍ଲିପ୍‌ରେ ସ୍ପଷ୍ଟ ଜଣାପଡ଼ୁଛି ମୋଦି ସାଧାରଣ ଭାବେ ପାହାଚ ଚଢ଼ୁଛନ୍ତି। କିନ୍ତୁ ଶେଷ ପାହାଚରେ ସେ ଝୁଣ୍ଟି ପଡ଼ି ତଳେ ପଡ଼ିଯାଇଥିଲେ। ଉପସ୍ଥିତ ଲୋକେ ତୁରନ୍ତ ତାଙ୍କ ପାଖକୁ ଆସି ତାଙ୍କୁ ଉଠାଇଥିଲେ।

Spread the love