ନୂଆଦିଲ୍ଲୀ: ଆସନ୍ତା ଜାନୁଆରି ୨୬ ତାରିଖରେ ନୂଆଦିଲ୍ଲୀରେ ହେବାକୁ ଥିବା ଭାରତର ସାଧାରଣତନ୍ତ୍ର ଦିବସ ସମାରୋହରେ ଅତିଥି ହେବାପାଇଁ ଆମେରିକା ରାଷ୍ଟ୍ରପତି ଜୋ’ ବାଇଡେନଙ୍କୁ ନିମନ୍ତ୍ରଣ କରାଯାଇଛି ବୋଲି ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ଏରିକ୍ ଗାର୍ସେଟି ବୁଧବାର ପ୍ରକାଶ କରିଛନ୍ତି।
Post Views: 222