ବିଧାୟକ ଦଳ ନେତା ବାଛିଲା ବିଜେଡି । ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ । ବିଜେଡି ବିଧାୟକ ଦଳ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।
Post Views: 3,560