ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏମ୍ସରେ ଭର୍ତ୍ତି

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲର ପ୍ରାଇଭେଟ୍ ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି କିମ୍ବା ତାଙ୍କର ସ୍ୱାସ୍ଥ୍ୟାବସ୍ଥା ନେଇ ଏଯାଏଁ କୌଣସି ସୂଚନା ମିଳିପାରିନାହିଁ ।

Spread the love