ବାହାରିଲା ନୂଆଖାଇ ଲଗ୍ନ

ସମ୍ବଲପୁର :  ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ।ଏହି ଦିନରେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି ହୁଏ। ଏଥିପାଇଁ ସେପ୍ଟେମ୍ବର ୧ ତାରିଖ ନୂଆଖାଇରେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି ହେବା ପାଇଁ ଆଜିି ଲଗ୍ନ ଧାର୍ଯ୍ୟ ହୋଇଛି। ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ମା’ଙ୍କୁ ନବାନ୍ନ ଲାଗି ହେବ।

Spread the love