ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଆଜି ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି। ଏହି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।

Narendra Modi

✔@narendramodi

Happy  and Maha Bishuba Pana Sankranti. May the coming year bring happiness and good health in everyone’s lives.

ଏହି ଅବସରରେ ନୂଆ ପାଞ୍ଜି ଆଜିଠାରୁ ପ୍ରଚଳିତ ହେବ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ଏହା ବର୍ଷର ପ୍ରଥମ ଦିନ । ଆଜି ପଣା ସଂକ୍ରାନ୍ତି ବା ଜଳ ସଂକ୍ରାନ୍ତିରେ ପଣା ପାନ କରାଯାଏ। ଏହି ଦିନ ମନ୍ଦିର ଗୁଡ଼ିକରେ ଛତୁଆ ଓ ପଣାଭୋଗ ଲଗାଯାଏ।

Naveen Patnaik

✔@Naveen_Odisha

Spread the love