ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ଆସନ୍ତା ୧୦ରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ଦ୍ୱିତୀୟ ପରୀକ୍ଷା ପାଇଁ ଆବେଦନ ଆହ୍ଵାନ । ୧୦ ତାରିଖରୁ ଆରମ୍ଭ ହେବ ଅନଲାଇନରେ ଆବେଦନ ପ୍ରକ୍ରିୟା । ଇଚ୍ଛୁକ ଛାତ୍ରଛାତ୍ରୀ www.bseodisha.ac.in େଓ୍ଵବସାଇଟରେ ଆବେଦନ କରିବେ।୧୦ ତାରିଖ ସକାଳ ୧୦ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ୧୯ ତାରିଖ ରହିଛି ଶେଷ ତାରିଖ । ମାଧ୍ୟମିକ ଶିକ୍ଷା ପରିଷଦ ଏହି ପରୀକ୍ଷା ପରିଚାଳନା କରୁଛି । ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ OTET ପାସ୍‌ କରିବା ବାଧ୍ୟତାମୂଳକ କରିଛନ୍ତି ସରକାର ।

Spread the love