ରଜପର୍ବ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି ଲେଖିଛନ୍ତି ଯେ, ବିଶେଷ ଉତ୍ସବ ରଜପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ।

ଏହି ଅବସର ଆମ ସମାଜରେ ଆନନ୍ଦ ଓ ଭାତୃତ୍ୱକୁ ଆହୁରି ଦୃଢ଼ କରୁ । ରାଜ୍ୟବାସୀଙ୍କର ଉତର ସ୍ୱାସ୍ଥ୍ୟ ଓ ଉତୋରତର ଉନ୍ନତି କାମନା କରୁଛି ।

Spread the love