ସହର ସାରା ଲାଗିବ ଦୁଷ୍କର୍ମକାରୀଙ୍କ ପୋଷ୍ଟର : ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ, ୨୪/୦୯: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହିଳାଙ୍କ ସୁରକ୍ଷାକୁ ନେଇ ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି। ଏବେଠାରୁ ଯଦି କେହି ମହିଳାଙ୍କୁ ଅସଦାଚରଣ ବା ଦୁଷ୍କର୍ମ କରନ୍ତି, ତା’ହେଲେ ତାଙ୍କ ପୋଷ୍ଟରକୁ ସହରର ଛକରେ ଲଗାଯିବ। ଉତ୍ତରପ୍ରଦେଶରେ ମହିଳାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

Spread the love