ପଦ ଛାଡ଼ିଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ: ବର୍ତ୍ତମାନ ଶ୍ରୀଲଙ୍କାରେ ଆର୍ଥିକ ଜରୁରୀକାଳିନ ପରିସ୍ଥିତି ଜାରି ମଧ୍ୟରେ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ପଦରୁ ଆଜି ଇସ୍ତଫା ଦେଇଛନ୍ତି ମହିନ୍ଦା ରାଜପକ୍ଷେ । ବର୍ତ୍ତମାନ ଶ୍ରୀଲଙ୍କା ସବୁଠୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଦେଶର ଆର୍ଥିକ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଚୀନ୍ ସମେତ ଅନେକ ଦେଶ ରଣ ଜାଲରେ ଫସି ରହିଥିବା ଶ୍ରୀଲଙ୍କା ନିଜକୁ ଦେବାଳିଆ ଘୋଷଣା କରିବା ସହ ଦେଶ ଆଉ ବିଦେଶୀ ଋଣ ପରିଶୋଧ କରିବା ସ୍ଥିତିରେ ନଥିବା ପୂର୍ବରୁ କହିଛି।

Spread the love