ଖେଳରତ୍ନ ଦୌଡ଼ରେ ଓଡ଼ିଶାର ପ୍ରମୋଦ ଭଗତ

ଖେଳରତ୍ନ ଏବଂ ଅର୍ଜୁନ ପରୁସ୍କାର ପାଇଁ ଉଲ୍ଲେଖନୀୟ କ୍ରୀଡ଼ାବିତ୍‌ଙ୍କ ନାମ ସୁପାରିଶ କରିଛି ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି । ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳୀ ତଥା ପାରାଅଲିମ୍ପିକ୍‌ ଗୋଲ୍ଡ ବିଜେତା ପ୍ରମୋଦ ଭଗତଙ୍କ ନାମ ସୁପାରିଶ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି । ସୁନୀଲ୍‌ ଛେତ୍ରୀ, ମିତାଲି ରାଜ୍‌, ନୀରଜ ଚୋପ୍ରାଙ୍କ ନାମ ମଧ୍ୟ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି ।

ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି ଖେଳରତ୍ନ ପାଇଁ ମୋଟ ୧୧ ଜଣଙ୍କ ନାମ ସୁପାରିଶ କରିଥିବା ବେଳେ ୩୫ କ୍ରୀଡ଼ାବିତ୍‌ଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ସୁପାରିଶ କରାଯାଇଥିବା ଜଣାପଡ଼ିଛି ।

Spread the love