ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ଯମରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା

ବାଲୁକାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା । ଅନ୍ତର୍ଜାତୀୟ ବାଲୁକା କଳା ଶିଳ୍ପୀ ମାନସ ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ୭୩ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସେ ବାଲୁକା କଳାରେ ଇଣ୍ଡିଆ ଗେଟର ନିର୍ମାଣ କରିଛନ୍ତି । ଇଣ୍ଡିଆ ଗେଟରେ ତ୍ରିରଙ୍ଗା ଚିତ୍ରଣ କରି ଦେଶବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି।

Spread the love